ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଆଗକୁ ଆହୁରି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ। ଦିନବେଳା ରାଜ୍ୟବାସୀ ପ୍ରବଳ ଗରମ ଓ ଅସହ୍ୟ ତାତିରେ ସିଝିବେ।

Read more