ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୪ ଜିଲ୍ଲାରେ ଭୀଷଣ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ସମୁଦ୍ର ପତନଠାରୁ ୦.୯ କିଲୋମିଟର ଉଚ୍ଚତାରେ ଛତିଶଗଡ଼ ଉପର ଦେଇ ପଶ୍ଚିମ ବିହାରରୁ ଉତ୍ତର ତେଲେଙ୍ଗାନା ପର୍ଯ୍ୟନ୍ତ ଏକ ଲଘୁଚାପ ଲାଇନ ସୃଷ୍ଟି ହୋଇଛି। ଏହାର

Read more