ରାଜ୍ୟର ପ୍ରଥମ ମେଟ୍ରୋ ରେଳ ପ୍ରକଳ୍ପର ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସାକାର ହେବାକୁ ଯାଉଛି ରାଜ୍ୟବାସୀଙ୍କ ‘ମେଟ୍ରୋ’ ରେଳ ସ୍ୱପ୍ନ। ଆଉ କିଛି ସମୟ ପରେ ବହୁପ୍ରତୀକ୍ଷିତ ମେଟ୍ରୋ ରେଳ ପ୍ରକଳ୍ପକୁ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

Read more