ଆଜି ଦେବଗଡ଼ ଜିଲ୍ଲାରେ BSKY ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ, ଉପକୃତ ହେବେ ୭୮ ହଜାର ୬୧୫ ଜନସାଧାରଣ

ଆଜି ଦେବଗଡ଼ ଜିଲ୍ଲାରେ BSKY ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲ ମୋଡ଼ରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ନବୀନ ।

Read more