ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଦ୍ଧିବଦ୍ଧ ବିଜ୍ଞପ୍ତି । ଉପନିର୍ବାଚନ ପାଇଁ ଆଜିଠାରୁ ୧୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରିପାରିବେ ଆଶାୟୀ

Read more