ଆଜି ବ୍ରହ୍ମପୁର ଯିବେ ରାଷ୍ଟ୍ରପତି

ଚାରିଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ମହାମହିମ ରାଷ୍ଟ୍ରପତିଙ୍କ ଆଜି ତୃତୀୟ ଦିନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଭଞ୍ଜନଗରରେ ଥିବା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଗସ୍ତ କରିବେ

Read more