୨୪ ଘଣ୍ଟା ପ୍ରବଳ ଛେଚିବ

ଭୁବନେଶ୍ୱର,୧୬/୦୭: ରାଜ୍ୟରେ ବର୍ଷା ଜାରି ରହିବ । କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ବରଗଡ଼, ସମ୍ବଲପୁର ଓ ଅନୁଗୁଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ

Read more