ଅଁଳା ନବମୀ: ରାଧା ପାଦ ଦର୍ଶନ କରିବେ ଭକ୍ତ, କିନ୍ତୁ ଛୁଇଁବା ମନା

ନିମାପଡା ୦୧/୧୧: ବୁଧବାର ଅଁଳା ନବମୀ । ଓଡ଼ିଆଣୀ ବେଶରେ ଦର୍ଶନ ଦେବେ ରାଧା । ସାକ୍ଷୀଗୋପାଳ ମନ୍ଦିର ପରିସରରେ ଅଁଳା ନବମୀ ଅନୁଷ୍ଠିତ ହେବ ।

Read more