କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଭାରତୀୟ ପାରମ୍ପରିକ କ୍ରୀଡ଼ା ମହୋତ୍ସବ ଉଦଯାପିତ

କୋରାପୁଟ: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଏବଂ କ୍ରୀଡ଼ା ଭାରତୀର ମିଳିତ ଆନୁକୂଲ୍ୟରେ ଶୁକ୍ରବାର ଠାରୁ ଆୟୋଜିତ ଦୁଇଦିନିଆ ଭାରତୀୟ ପାରମ୍ପରିକ କ୍ରୀଡ଼ା ମହୋତ୍ସବ ଶନିବାର ଉଦଯାପିତ ହୋଇଯାଇଛି।

Read more