କଟକରେ ଟ୍ରାଫିକ୍ କଟକଣା : ପଢନ୍ତୁ କେଉଁ ବାଟ ଦେଇ ଯିବ ଗାଡି ?

ଆଜି ବାଜିବ ହକି ବିଶ୍ୱକପ୍ ବିଗୁଲ୍ । ଉଦଘାଟନୀ କାର୍ଯ୍ୟକ୍ରମରେ ଦୁଲୁକିବ ଐତିହାସିକ ବାରବାଟୀ ଷ୍ଟାଡିୟମ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମାରୋହକୁ ଉଦଘାଟନ କରିବେ ।

Read more