ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କୁ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ପୁରୀ ବେଳାଭୂମିରେ ବାଲୁକା କଳା । ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ନିର୍ମାଣ କରି ରାଣୀଙ୍କୁ ଶ୍ରଦ୍ଧାଞ୍ଜଳି

Read more