ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଅର୍ଥମନ୍ତ୍ରୀ ନୀର୍ମଳା ସୀତାରମଣ

ଭୁବନେଶ୍ୱର: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ପୋଷ୍ଟ ବଜେଟ ଆଲୋଚନାରେ ଯୋଗ ଦେବା ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ଭୁବନେଶ୍ବର ଆସି ପହଞ୍ଚିଛନ୍ତି।

Read more