ବାହାନଗାରେ ବଜ୍ରପାତ: ୨ ଚାଷୀ ମୃତ

ବାଲେଶ୍ବର ଜିଲ୍ଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତ ଦୁଇ ଗ୍ରାମରେ ଦୁଇ ଜଣଙ୍କ ବଜ୍ରପାତରେ ମୃତ୍ୟୁ ହୋଇଛି। ଜଣେ ଓସଙ୍ଗ ଗ୍ରାମର ଉପେନ୍ଦ୍ର ମଳିକ(୫୬)। ଅନ୍ୟଜଣେ ବଳରାମପୁର

Read more