୨ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ୩ ଆହତ

ବୈପାରିଗୁଡ଼ା: ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ବୋଲି ଜଣାପଡ଼ିଛି।

Read more