ଇସ୍ତଫା ଘୋଷଣା କଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ

ମୁମ୍ବାାଇ: ଇସ୍ତଫା ଘୋଷଣା କଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଏନେଇ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକେର ନିଜେ ସୂଚନା ଦେଇଛନ୍ତି। ସେ କହିଛନ୍ତି “ମୁଁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଉଛି।”

Read more