ୟୁକ୍ରେନ ରାଷ୍ଟ୍ରପତିଙ୍କ କାର ଦୁର୍ଘଟଣାଗ୍ରସ୍ତ

ୟୁକ୍ରେନ ୧୫/୦୯: ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ କାର ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣାରେ ଜେଲେନସ୍କି ସାମାନ୍ୟ ଆହତ ହୋଇଛନ୍ତି । ରାଜଧାନୀ କିଭ୍ ନିକଟରେ ଦୁର୍ଘଟଣା ଘଟିଛି ।

Read more