ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶୋକ ପ୍ରକାଶ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ମୌଳାଭଣଜା ଛକରେ ଘଟିଥିବା ଦୁର୍ଘଟଣାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି।

Read more