୪ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ବିଜେପି ଏବେ ତତ୍ପର ହୋଇଛି। ଏଥିଲାଗି ସାରାଦେଶରେ ବିଜେପିର ପ୍ରବାସ କାର୍ଯ୍ୟକ୍ରମ ଜାରି ରହିଛି। ଯେଉଁ ସବୁ

Read more