ସମ୍ବଲପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ: ଆସ୍ଥା ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ସମ୍ବଲପୁର ଗସ୍ତରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ସକାଳେ ପ୍ରଥମେ ସମ୍ବଲପୁର ରେଳ ଷ୍ଟେସନରେ ସମ୍ବଲପୁର-ଦର୍ଶନ ନଗର-ସମ୍ବଲପୁର ଆସ୍ଥା ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କରିଛନ୍ତି।

Read more