ଶରତ କରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବନେଶ୍ୱର, ୧୨/୧୦: ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ, ସାହିତ୍ୟକ ଶରତ କରଙ୍କ ଆଜି ଅପରାହ୍ନରେ ପରଲୋକ ଘଟିଛି। ୮୧ ବର୍ଷ ବୟସରେ ସେ ଦେହତ୍ୟାଗ କରିଛନ୍ତି।

Read more