ସାମ୍ୱାଦିକଙ୍କୁ ଆକ୍ରମଣ ଘଟଣାର ଦୃଢ଼ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ଗଣମାଧ୍ୟମ ଉପରେ ବାରମ୍ବାର ଆକ୍ରମଣ ଆମ ରାଜ୍ୟ ପାଇଁ ଶୁଭଙ୍କର ନୁହେଁ

ଭୁବନେଶ୍ୱର, ୨୦/୦୨: ରାଜ୍ୟରେ ଆଜି ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଯାଜପୁର ଏବଂ ନୟାଗଡ଼ରେ କାର୍ଯ୍ୟରତ ସାମ୍ୱାଦିକଙ୍କ ଉପରକୁ ଆକ୍ରମଣ ହୋଇଛି ।

Read more