ପ୍ରଧାନମନ୍ତ୍ରୀଙ୍କୁ ସପରିବାର ଭେଟିଲେ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ; ରାଜନୈତିକ ମହଲରେ ଚର୍ଚ୍ଚା

ନୂଆଦିଲ୍ଲୀ ୩୧/୦୩ : କେନ୍ଦ୍ରୀୟ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ତାଙ୍କ ପରିବାର ସଦସ୍ୟଙ୍କ ସହିତ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛିନ୍ତି। ସିନ୍ଧିଆ

Read more