ଆଜିଠୁ ଅନିର୍ଦ୍ଦିଷ୍ଟକାଳ ଯାଏ ୟୁନିଟ୍‌ ୨ ମାର୍କେଟ୍‌ ବିଲ୍ଡିଂ ବନ୍ଦ

ସ୍ଥାୟୀ-ଅସ୍ଥାୟୀ ବ୍ୟବସାୟୀଙ୍କ ବିବାଦର ସମାଧାନ ହେଲାନି । ଶେଷରେ ବ୍ୟବସାୟୀ ସଂଘ ପକ୍ଷରୁ ଆଜି ୟୁନିଟ-୨ ସ୍ଥିତ ମାର୍କେଟ ବିଲ୍ଡିଂକୁ ଅନିର୍ଦ୍ଦିଷ୍ଟକାଳ ଯାଏ ବନ୍ଦ କରିଦିଆଯାଇଛି ।

Read more