ଭୁବନେଶ୍ୱର ୟୁନିଟ୍‌-୧ ମାର୍କେଟରେ ଅଗ୍ନିକାଣ୍ଡ, ୫ଟି ଦୋକାନ ଜଳିପୋଡି ପାଉଁଶ

ଭୁବନେଶ୍ୱର ୟୁନିଟ୍‌-୧ ମାର୍କେଟରେ ଅଗ୍ନିକାଣ୍ଡ। ନିଆଁ ଲାଗି ୫ଟି ଦୋକାନ ଜଳିପୋଡି ପାଉଁଶ ହୋଇଯାଇଛି। ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ବିଳମ୍ବିତ ରାତିରେ

Read more