ଭାରତ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ସୁରକ୍ଷାରେ ନିୟୋଜିତ ହେବ ‘ଦ ବିଷ୍ଟ୍’ । ଜାଣନ୍ତୁ, ଏହି କାର ବିଷୟରେ କିଛି ଖାସ୍ କଥା …

ଜି-୨୦ ସମ୍ମିଳନୀରେ ଭାଗ ନେବାକୁ ଆଜି ଭାରତ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ଶୁକ୍ରବାର ସନ୍ଧ୍ୟାରେ ସେ ନୂଆଦିଲ୍ଲୀରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି ।

Read more