ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ଅମର ଆତ୍ମାର ସଦଗତି କାମନା କଲେ ଉତ୍କଳ ବିଶ୍ଵବିଦ୍ୟାଳୟ ବିଜୁ ଛାତ୍ର ଜନତା ଦଳ

ଲୁହ ଦେଇଗଲା ଲୌହ ଦାନବ। ବାଲେଶ୍ଵର ବାହାନଗା ଠାରେ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା କେବଳ ଓଡିଶା ନୁହେଁ ସାରା ବିଶ୍ୱକୁ ସ୍ତବ୍ଧ କରିଦେଇଛି। ଦୁର୍ଘଟଣାରେ ପ୍ରାଣ ହରାଇଥିବା

Read more