ଉତ୍ତରକାଶୀ ଶ୍ରୀଜଗନ୍ନାଥ ମନ୍ଦିରର ହେବ ସୌନ୍ଦର୍ଯ୍ୟକରଣ: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଉତରକାଶୀରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରର ସୌନ୍ଦର୍ଯ୍ୟକରଣ ସହ ଦୈନନ୍ଦିନ ପୂଜାର୍ଚ୍ଚନା ସୁଚାରୁରୂପେ କରିବା ପାଇଁ ଉତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Read more