ବିଜେଡି ସାଂସଦ ସସ୍ମିତ ପାତ୍ରଙ୍କୁ ରାଜ୍ୟସଭା ଅଧ୍ୟକ୍ଷଙ୍କ ପ୍ରଶଂସା

ଭୁବନେଶ୍ୱର: ଗୁରୁବାର ସରିଛି ବିଜେଡି ସାଂସଦ ସସ୍ମିତ ପାତ୍ରଙ୍କ ରାଜ୍ୟସଭା ସଦସ୍ୟ କାର୍ଯ୍ୟକାଳ । ଆଜି ସସ୍ମିତଙ୍କୁ ମିଶାଇ ମୋଟ ୭୨ ସଦସ୍ୟଙ୍କର କାର୍ଯ୍ୟକାଳ ଶେଷ ହୋଇଛି ।

Read more