ଦଶ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଭଦ୍ରକ ସିଡିପିଓ

ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକ ସିଡିପିଓ ସୁଗନ୍ଧା ଦାସ। ଦଶ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସିଡିପିଓ। ସୂଚନା ଅନୁଯାୟୀ, ଆଜି

Read more