ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଟ୍ରାଫିକ୍ ଇନସିପେକ୍ଟରଙ୍କ ଗାଡିକୁ ଚଢଉ କଲା ଭିଜିଲାନ୍ସ

ଭିଜିଲାନ୍ସ ଜାଲରେ କୁବେର ଟ୍ରାଫିକ ଇନ୍ସପେକ୍ଟର । ତାଳଚେରର ଟ୍ରାଫିକ ଇନ୍ସପେକ୍ଟର ଜିତେନ୍ଦ୍ର କୁମାର ବେହେରାଙ୍କ ଗାଡିରୁ ୧୧ ଲକ୍ଷ ୧୫ ହଜାର ୪୭୦ ଟଙ୍କା ଜବତ

Read more