ବୁର୍ଲା ମେଡିକାଲରୁ ଡିସଚାର୍ଜ ହେବ ବିଜୟିନୀ

ବୁର୍ଲା ମେଡିକାଲରୁ ଡିସଚାର୍ଜ ହେବ ସମ୍ବଲପୁର ଲାରିପାଲି ବୋରୱେଲ ଭିତରୁ ଉଦ୍ଧାର ହୋଇ ଚିକିତ୍ସିତ ହେଉଥିବା ଶିଶୁ ବିଜୟିନୀ । ବିଜୟିନୀଙ୍କୁ ପ୍ରଶାସନ ନିଜ ହେପାଜତକୁ ନେବ

Read more