ଶ୍ରୀଜଗନ୍ନାଥ ମନ୍ଦିରକୁ ୧ ଲକ୍ଷ ଟଙ୍କା ଦାନ କଲେ ଭିକାରୁଣୀ

ଫୁଲବାଣୀ ଶ୍ରୀଜଗନ୍ନାଥ ମନ୍ଦିରକୁ ୧ ଲକ୍ଷ ଟଙ୍କା ଦାନକଲେ ଭିକାରୁଣୀ। ୬୦ ବର୍ଷୀୟା ଏହି ଭିକାରୁଣୀଙ୍କ ନାମ ତୁଳା ବେହେରା। ସେ ଫୁଲବାଣୀ ସହରରେ ଭିକମାଗି ଚଳନ୍ତି।

Read more