ଓଡ଼ିଶା ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର

ଓଡ଼ିଶା ଅଗ୍ନିଶମ ଜରୁରିକାଳୀନ ବାହିନୀ, ଗୃହରକ୍ଷୀ ଓ ନାଗରିକ ପ୍ରତିରକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୩ ବ୍ୟାଚ୍‌ର ଆଇପିଏସ ଅଧିକାରୀ ବିନୟତୋଷ ମିଶ୍ର

Read more