୩ ଛାତ୍ରଙ୍କୁ ଗୋଡ଼େଇ‌ ଗୋଡ଼େଇ ହାଣିଲେ ୧୫ ଅଣଛାତ୍ର

ଭୁବନେଶ୍ବର: ରାଜ୍ୟର ରାଜଧାନୀ ଭୁବନେଶ୍ବରର ପୁରାତନ ଓ ପ୍ରତିଷ୍ଠିତ କଲେଜ ‘ବକ୍ସି ଜଗବନ୍ଧୁ ବିନାୟକ ସ୍ବୟଂଶାସିତ ମହାବିଦ୍ୟାଳୟ’ରେ ପୁଣି ଥରେ ଅଶାନ୍ତିର ବାତାବରଣ ଦେଖାଯାଇଛି। ବିଜେବି କଲେଜ

Read more