ରେଳ ମନ୍ତ୍ରାଳୟରେ ଶେଷ ହେଲା ଭିଆଇପି ସଂସ୍କୃତି! କାର୍ଯ୍ୟାଳୟରେ ଆଟେଣ୍ଡାଣ୍ଟଙ୍କୁ ଡାକିବା ପାଇଁ ବ୍ୟବହୃତ ଘଣ୍ଟି ହଟାଇବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ବିଭିନ୍ନ ସ୍ତରରେ ଭିଆଇପି ସଂସ୍କୃତିକୁ ଦୂର କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱପ୍ନକୁ ଆଗେଇ ନେଇ ରେଳ ମନ୍ତ୍ରାଳୟ କାର୍ଯ୍ୟାଳୟରେ ସହାୟକ କର୍ମଚାରୀ (ଆଟେଣ୍ଡାଣ୍ଟ)ମାନଙ୍କୁ ଡାକିବା

Read more