ସଚିନଙ୍କ ରେକର୍ଡ ଭାଙ୍ଗିଲେ ବିରାଟ

ରେକର୍ଡ କଲେ ବିରାଟ କୋହଲି । ଦିଲ୍ଲୀ ଟେଷ୍ଟ ମ୍ୟାଚରେ ଭାରତର ଦ୍ୱିତୀୟ ଇନିଂସରେ ବିରାଟ କୋହଲି ଅନ୍ତର୍ଜାତୀୟ କ୍ୟାରିୟରରେ ୨୫ ହଜାର ରନ୍ ପୂରଣ କରିଛନ୍ତି।

Read more