ପ୍ରବଳ ତାତି ପାଇଁ ମତଦାନ ପ୍ରଭାବିତ

ଭୁବନେଶ୍ବର/ଝାରସୁଗୁଡ଼ା: ଆଜି ଅପରାହ୍ନ ୩ଟା ସୁଦ୍ଧା ଝାରସୁଗୁଡ଼ାରେ ୫୫.୨୦ ପ୍ରତିଶତ ମତଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି।

Read more