ହୀରାକୁଦରେ ଜଳସ୍ତର କମୁଛି, ବନ୍ୟା ଆଶଙ୍କା ନାହିଁ

ଭୁବନେଶ୍ବର: ମହାନଦୀ କି ଅନ୍ୟ କୌଣସି ନଦୀରେ ବନ୍ୟା ନାହିଁ। ଏନେଇ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି,

Read more