ପଶ୍ଚିମା ଝଡ଼ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ତାତି କମିବ ଓ ବର୍ଷାରେ ଭିଜିବ ହୋଲି। ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ମଙ୍ଗଳବାରଠାରୁ ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ସୂଚନା

Read more