ଆକାଂକ୍ଷୀ ବ୍ଲକ୍‌ଗୁଡିକ ପାଇଁ ସପ୍ତାହବ୍ୟାପୀ କାର୍ଯ୍ୟକ୍ରମ: ‘ସଂକଳ୍ପ ସପ୍ତାହ’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଦେଶର ଆକାଂକ୍ଷୀ ବ୍ଲକ୍‌ଗୁଡ଼ିକ ପାଇଁ ‘ସଂକଳ୍ପ ସପ୍ତାହ’ ନାମକ ଏକ ଅନନ୍ୟ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।

Read more