ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

 ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । କଟକ, ଭୁବନେଶ୍ୱର, କେନ୍ଦୁଝର ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହୋଇଛି ।

Read more