ଭୁବନେଶ୍ବର ଉତ୍ତରରୁ ପ୍ରାର୍ଥୀ କିଏ? ନାମ ଘୋଷଣା କଲାନି ବିଜେଡି, କର୍ମୀଙ୍କ ଉତ୍କଣ୍ଠା ବଢ଼ୁଛି

ଭୁବନେଶ୍ବର: ଉତ୍ତର ଭୁବନେଶ୍ବର ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ କିଏ? ବର୍ତ୍ତମାନର ବିଧାୟକ ସୁଶାନ୍ତ କୁମାର ରାଉତ ପୁଣିଥରେ ଟିକେଟ୍‌ ପାଇବେ ନା ପୂର୍ବତନ ବିଧାୟକ ପ୍ରିୟଦର୍ଶୀ

Read more