ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଡ.ମୋହନ ଯାଦବ

ଭୋପାଳ : ଡ. ମୋହନ ଯାଦବଙ୍କୁ ବିଜେପି ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବା ପରେ ତାଙ୍କୁ ନେଇ ସାରା ଦେଶରେ ଚର୍ଚ୍ଚା ଜାରି ରହିଛି ।

Read more