ଜିମରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ପୋଲିସର ତଦନ୍ତ

କଟକ ସିଡିଏ ସେକ୍ଟର-୯ରେ ଥିବା ଏକ ଜିମରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ଏ ନେଇ ଖୋଦ୍ ପୀଡିତା ମର୍କତନଗର ଥାନାରେ ଅଭିଯୋଗ କରିଛନ୍ତି

Read more