ଇତିହାସ ରଚିଲା ମହିଳା ହକି ଟିମ୍, ଅଷ୍ଟ୍ରେଲିଆକୁ ମାତ୍ ଦେଇ ସେମିରେ ପ୍ରବେଶ

ଟୋକିଓ ଅଲିମ୍ପିକରେ ଭାରତୀୟ ମହିଳା ହକି ଟିମର ଦମଦାର ପ୍ରଦର୍ଶନ । ୧-୦ରେ ଅଷ୍ଟ୍ରେଲିଆକୁ ହରାଇ ସେମିଫାଇନାଲର ପ୍ରବେଶ କରିଛି ଭାରତୀୟ ମହିଳା ହକି ଦଳ ।

Read more