ଐତିହାସିକ ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ର ବାର୍ତାକୁ ଓଡ଼ିଶାର ୫୦,୦୦୦ ଗାଁରେ ପହଁଚାଇବା: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର ତା.୨୩/୦୯: ରାଜ୍ୟସଭା ଓ ଲୋକସଭାରେ ଐତିହାସିକ ମହିଳା ସଂରକ୍ଷଣ ସମ୍ବିଧାନ ସଂଶୋଧନ ବିଲ୍ ତଥା ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ସର୍ବସମ୍ମତି କ୍ରମେ ଗୃହୀତ ହୋଇଛି

Read more