ଜାନୁଆରି ୧୫ରୁ ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା; ହଟ୍ଟଗୋଳ ଭିତରେ ସରିଲା ମହୋତ୍ସବ ସାଧାରଣ ପରିଷଦ ବୈଠକ

ବରଗଡ଼: ଆସନ୍ତା ଜାନୁଆରି ୧୫ ତାରିଖରୁ ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଆୟୋଜନ ହେବ। ଏଥି ସକାଶେ ବୁଧବାର ପ୍ରଥମ ପ୍ରସ୍ତୁତି ବୈଠକ ବସିଛି। ଧନୁଯାତ୍ରା ମହୋତ୍ସବ ସମିତିର

Read more