ବିଲରେ ଚାଷ ହୋଇଛି ହଳଦିଆ ରଙ୍ଗର ତରଭୁଜ

ତରଭୁଜ କାହାର ବା ପସନ୍ଦ ନୁହେଁ । ପ୍ରାୟ ସମସ୍ତଙ୍କ ପ୍ରିୟ ହୋଇଥାଏ ତରଭୁଜ । ବିଶେଷକରି ଖରାଦିନେ ଲୋକେ ତରଭୁଜ ଖାଇବାକୁ ପସନ୍ଦ କରିଥାନ୍ତି ।

Read more