ଜଗନ୍ନାଥଙ୍କ ଅର୍ଥ ଆତ୍ମସାତ୍ ଘଟଣାରୁ ଦୃଷ୍ଟି ହଟାଇବା ପାଇଁ ଅଗଣତାନ୍ତ୍ରିକ ଭାବେ ବିଧାନସଭାକୁ ବନ୍ଦ କରାଯାଇଛି: ବିଜେପି

ଭୁବନେଶ୍ୱର,୧୪/୦୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ୫୯୨ କୋଟି ଟଙ୍କାକୁ ବୁଡାଇ ଦେବାର ଚକ୍ରାନ୍ତ ରଚିଥିବା ବିଜୁ ଜନତା ଦଳର ସରକାର ବିଧାନସଭାରେ ଜବାବ ଦେଇପାରିଲେ ନାହିଁ । ଗୃହରେ

Read more