ବିଲ୍ଡରଙ୍କୁ ଯୋଗୀଙ୍କ ଛାଟ: ବକେୟା ପୈଠ ନ କଲେ କଠୋର କାର୍ଯ୍ୟାନୁଷ୍ଠାନ

ନୋଏଡା: ନୋଏଡାରେ ଫ୍ଲାଟ କ୍ରେତାମାନଙ୍କର ପଞ୍ଜିକରଣ କରାଯାଉନାହିଁ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଫ୍ଲାଟ କ୍ରେତାଙ୍କ ପଞ୍ଜିକରଣକୁ ତ୍ୱରାନ୍ୱିତ କରିବାକୁ ଏବଂ ଫ୍ଲାଟ କ୍ରେତାଙ୍କ ପଞ୍ଜିକରଣରେ ଅବହେଳା କରୁଥିବା

Read more